2 Corinthians 5:16 — Compare Translations
7 translations compared side by side
Odia - 1840
"ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତଗଂ ଆମେ ଆଉ କାହାରିକୁ ମାନବିକ ଦୃଷ୍ଟିକୋଣରୁ ବିଚାର କରୁ ନାହୁଁ। ସମୟ ଥିଲା, ଯେତେବେଳେ ଆମେ ଖ୍ରୀଷ୍ଟଙ୍କୁ ମଧ୍ୟ ମାନବିକ ଦୃଷ୍ଟିକୋଣରୁ ବିଚାର କରୁଥିଲୁ। କିନ୍ତୁ ଏବେ ଆମେ ଆଉ ସେପରି କରୁ ନାହିୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ୟ ଜାଗତିକ ଦୃଷ୍ଟିରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସେହିପରି ଭାବୁନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಹೆಚ್ಯಾನ್ ಫಿಡೆ ಹ್ಯಾ ಜಗಾಚ್ಯಾ ಸ್ಥಿತಿಗತಿ ಸಾರ್ಕೆ ಅಮಿ ಕೊನಾಕ್ಬಿ ಕಿಮ್ಮತ್ ಭಾಂದಿನಾವ್, ಎಕ್ ಕಾಲಾತ್ ಅಮಿ ಕ್ರಿಸ್ತಾಕುಚ್ ಹ್ಯಾ ದಿಸ್ಟಿನ್ ಕಿಮ್ಮತ್ ಭಾಂದಲ್ಲಿ ಹಾಯ್, ಜಾಲ್ಯಾರ್ಬಿ ಅಮಿ ಅತ್ತಾ ತಶೆ ಕರಿನಾವ್.