2 Corinthians 5:17 — Compare Translations
7 translations compared side by side
Odia - 1840
"ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେଲେ, ମନୁଷ୍ୟର ନୂତନ ସୃଷ୍ଟି ହୁଏ। ପୁରାତନ ବିଷୟସବୁ ଲୋକ ପାଏ, ନୂତନର ଆବିର୍ଭାବ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಶೆ ಮಟ್ಲ್ಯಾರ್, ಕೊನ್ಬಿ ಎಕ್ಲೊ ಕ್ರಿಸ್ತಾತ್ ಜಿವನ್ ಕರ್ತಾ ಹೊಲ್ಯಾರ್ ತೊ ಎಕ್ ನ್ಹವಿ ರಚ್ನಾ, ತನ್ನಾ ಜುನ್ನೆ ಹೊತ್ತೆ ನಾಸ್ ಹೊವ್ನ್ ತೆ ಗೆಲೆ ಅನಿ ಅತ್ತಾ ಸಗ್ಳೆ ನ್ಹವೆ ಹೊಲ್ಲೆ ಹಾಯ್.