2 Corinthians 5:18 — Compare Translations
7 translations compared side by side
Odia - 1840
"ଏହି ସବୁ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ବରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାଯିତ୍ବ ଆମ୍ଭମାନଙ୍କୁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏସବୁ ଈଶ୍ୱରଙ୍କ କାର୍ଯ୍ୟ। ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆମକୁ ତାଙ୍କ ସହିତ ପୁନର୍ମିଳିତ କରିଛନ୍ତି ଏବଂ ତାଙ୍କ ସହିତ ଅନ୍ୟମାନଙ୍କର ପୁନର୍ମିଳନ କରାଇବା ପାଇଁ ସେ ଆମକୁ ଦାୟିତ୍ୱ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ୱରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାୟିତ୍ୱ ଆମ୍ଭମାନଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ದೆವಾಚೆ ಕಾಮ್. ತೆನಿಚ್ ಅಮ್ಕಾ ಕ್ರಿಸ್ತಾಚ್ಯಾ ವೈನಾ ಅಪ್ನಾಕ್ಡೆ ಎಕ್ ಕರುನ್ ಘೆಟ್ಲ್ಯಾನಾಯ್ ಅನಿ ದುಸ್ರ್ಯಾಕ್ನಿ ರಾಜಿ ಕರುಕ್ ಹಾನ್ತಲಿ ಜವಾಬ್ದಾರಿ ಅಮ್ಕಾ ದಿಲ್ಯಾನಾಯ್.