2 Corinthians 5:19 — Compare Translations
7 translations compared side by side
Odia - 1840
"ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆମର ବାର୍ତ୍ତା ହେଉଛି, ଈଶ୍ୱର ଖ୍ରୀଷ୍ଟଙ୍କ ଦ୍ୱାରା ସମଗ୍ର ମାନବ ଜାତିକୁ ତାଙ୍କ ସହିତ ପୂନର୍ମିଳିତ କରିବାକୁ ବ୍ୟବସ୍ଥା କରି ଅଛନ୍ତି। ତାଙ୍କ ବିରୁଦ୍ଧରେ ସେମାନଙ୍କ ଅପରାଧସବୁକୁ ସେ ଆଉ ତାଙ୍କ ହିସାବରେ ରଖି ନାହାନ୍ତି। ପୁଣି, ଏହି ପୂନର୍ମିଳନରେ ବାର୍ତ୍ତା ଘୋଷଣା କରିବା ଦାୟିତ୍ୱ ଆମ ଉପରେ ନ୍ୟସ୍ତ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ କହିବା କଥା ଯେ, ପରମେଶ୍ୱର ଖ୍ରୀଷ୍ଟଙ୍କ ହେତୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କେବଳ ସେତିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦେଇଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾ ವೈನಾ ಸಗ್ಳೊ ಜಗ್ ದೆವಾನ್ ಅಪ್ನಾಕ್ಡೆ ರಾಜಿ ಹೊಯ್ ಸರ್ಕೊ ಕರ್ಲ್ಯಾನಾಯ್. ಮಾನ್ಸಾಂಚಿ ಪಾಪಾ ತೆಂಚ್ಯಾ ವಿರೊದ್ ಲೆಕ್ಕಾತ್ ಧರಿನಸ್ತಾನಾ, ಅಪ್ನಾಕ್ಡೆ ಎಕ್ ಕರ್ಲಾ ಮನ್ತಲಿ ಬರಿ ಖಬರ್ ಪರ್ಗಟ್ ಕರ್ತಲಿ ಜವಾಬ್ದಾರಿ ತೆನಿ ಅಮ್ಚ್ಯಾ ತಾಬೆತ್ ದಿಲ್ಯಾನಾಯ್.