2 Corinthians 5:20 — Compare Translations
7 translations compared side by side
Odia - 1840
"ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଆମେ ଖ୍ରୀଷ୍ଟଙ୍କ ସପକ୍ଷରେ ଏ କଥା କହୁଛୁ। ସ୍ୱୟଂ ଈଶ୍ୱର ଆମ ସ୍ୱାରା ଏହି ଆହ୍ନାନ ଦେଇଛନ୍ତି ବୋଲି ମନେ କରିବାକୁ ହେବ। ଖ୍ରୀଷ୍ଟଙ୍କ ପକ୍ଷରୁ ଆମେ ବିନତି କରୁଛୁଳ ଈଶ୍ୱରଙ୍କ ସହିତ ପୁନର୍ମିଳିତ ହୁଅ,
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಶೆ ಹೊಲ್ಯಾರ್ ಅಮಿ ಕ್ರಿಸ್ತಾಚೆ ಪ್ರತಿನಿದಿ; ಅಮ್ಚ್ಯಾ ವೈನಾ ದೆವ್ ತುಮ್ಕಾ ಬಲ್ವುತಾ. ತಶೆ ಮನುನ್ ಕ್ರಿಸ್ತಾಚ್ಯಾ ನಾವಾನ್ ಅಮಿ ತುಮ್ಚ್ಯಾಕ್ಡೆ ಮಾಗ್ತಾವ್, ದೆವಾಕ್ಡೆ ರಾಜಿ ಹೊವಾ!