2 Corinthians 5:3 — Compare Translations
7 translations compared side by side
Odia - 1840
"ଏହି ଘରଟି ପାଇଲା ପରେ, ଏହା ଆମ୍ଭକୁ ଆବୃତ କରିବ, ଓ ଆମ୍ଭେ ଉଲଗ୍ନ ଦଖାେ ୟିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେହି ସ୍ୱର୍ଗୀୟ ଆବାସରେ ପ୍ରବେଶ କଲେ, ଆମେ ଶରୀରବିହୀନ ହେବା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଘରଟି ପାଇଲା ପରେ, ଏହା ଆମ୍ଭକୁ ଆବୃତ କରିବ, ଓ ଆମ୍ଭେ ଉଲଗ୍ନ ଦେଖାଯିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಬಾಸೆನ್ ಅಮಿ ನೆಸ್ಲಾಂವ್ ತರ್ ಅಮಿ ನಾಗ್ಡೆ ಪಡಿನಾವ್.