2 Corinthians 5:7 — Compare Translations
6 translations compared side by side
Odia - 1840
"ଆମ୍ଭେ ଯାହା ଦେଖୁ, ତା' ସାହାୟ୍ଯ ରେ ନୁହେଁ, ମାତ୍ର ବିଶ୍ବାସ ଦ୍ବାରା ପରିଚାଳିତ ହେଉ, ସେଥିପାଇଁ ମୁଁ କୁ ହେ ଯେ, ଆମ୍ଭମାନଙ୍କର ଆଶା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ),
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),
Odia IRV 2017 (ଓଡିଆ ବାଇବେଲ)
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮಿ ಅಮ್ಚ್ಯಾ ಡೊಳ್ಯಾಂಚ್ಯಾ ದಿಸ್ಟಿನ್ ನ್ಹಯ್, ವಿಶ್ವಾಸಾಚ್ಯಾ ವೈನಾ ಚಲ್ತಾಂವ್.