2 Corinthians 5:9 — Compare Translations
7 translations compared side by side
Odia - 1840
"ଆମର ଏକମାତ୍ର ଉଦ୍ଦେଶ୍ଯ ପରମେଶ୍ବରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠା ରେ ବାହ୍ଯିକ ଶରୀର ଧାରଣ କରି ରହୁ ବା ସଠାେରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଚାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଏଠରେ ସ୍ୱଗୃହରେ ଥଉ କିମ୍ବା ପ୍ରବାସରେ ଥାଉ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ହିଁ ଆମର ଏକାନ୍ତ ଇଚ୍ଛା,
Odia Bible ERV 2004 (ପବିତ୍ର ବାଇବଲ)
ଆମର ଏକମାତ୍ର ଉଦ୍ଦେଶ୍ୟ ପରମେଶ୍ୱରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠାରେ ବାହ୍ୟିକ ଶରୀର ଧାରଣ କରି ରହୁ ବା ସେଠାରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଗ୍ଭହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಅಮಿ ಧನಿಯಾಚ್ಯಾ ವಾಂಗ್ಡಾ ರಾಂವ್ದಿತ್, ನಾಹೊಲ್ಯಾರ್ ತೆಚ್ಯಾಕ್ನಾ ಧುರ್ ರ್ಹಾಂವ್ದಿತ್, ತೆಚ್ಯಾ ಮನಾ ಸರ್ಕೆ ಚಲ್ತಲೆ ಎಕುಚ್ ಅಮ್ಚೊ ಉದ್ದೆಸ್.