2 Corinthians 6:1 — Compare Translations

7 translations compared side by side

Odia - 1840
"ଆମ୍ଭମାନେେ ପରମେଶ୍ବରଙ୍କ ସହିତ କାମ କରୁଥିବା ହତେୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ବରଙ୍କ ଠାରୁ ଯେଉଁ ଅନୁଗ୍ରହ ତୁମ୍ଭମାନେେ ପାଇଛ, ତାହା ଯେପରି ବ୍ଯର୍ଥ ନ ଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಕಾಮಾತ್ ತೆಚೆ ವಾಂಗ್ಡಿ ಹೊವ್ನ್ ಹೊತ್ತೆ ಅಮಿ ತುಮ್ಕಾ ಅಶೆ ಸಾಂಗ್ತಾವ್; ದೆವಾಕ್ನಾ ತುಮಿ ಘೆಟಲ್ಲಿ ತಿ ಕುರ್ಪಾ ಫಾಯ್ದ್ಯಾಕ್ ಪಡಿನಸಲ್ಲ್ಯಾ ಸರ್ಕೆ ಕರುನ್ ಘೆವ್‍ನಕಾಶಿ.