2 Corinthians 6:10 — Compare Translations

7 translations compared side by side

Odia - 1840
"ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଶୋକାର୍ତ୍ତ ହୋଇ ସୁଦ୍ଧା ସର୍ବଦା ଉଲ୍ଲସିତ। ଆମେ ଦରିଦ୍ର ପରି ମନେହୁଏ, କିନ୍ତୁ ବାସ୍ତବରେ ଆମେ ସବୁ କରିଛିର ଅଧିକାରୀ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନେକଙ୍କୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁକିଛି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ୱରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ದುಕ್ಕಾತ್ ಹಾಂವ್ ಜಾಲ್ಯಾರ್ ಬಿ ಸದ್ದಿಚ್ ಖುಶಿನ್ ಹಾಂವ್, ಗರಿಬ್ ರ್‍ಹಾಲ್ಯಾರ್‍ಬಿ ಕವ್ಡ್ಯಾಕಿ ಜಾನಾಕ್ನಿ ಅಮಿ ಸಾವ್ಕಾರ್ ಕರ್ತಾಂವ್. ಕಾಯ್ಬಿ ನಸಲ್ಲೆ ಹೊಲ್ಯಾರ್ಬಿ ಅಮ್ಚ್ಯಾಕ್ಡೆ ಸಗ್ಳೆ ಹಾಯ್.