2 Corinthians 6:11 — Compare Translations
7 translations compared side by side
Odia - 1840
"ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖାେଲା ମନ ରେ ତୁମ୍ଭମାନଙ୍କ ସହିତ କଥା ହାଇେଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖାଲିେ ଦଇେଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କରିନ୍ଥର ପ୍ରିୟ ବନ୍ଧୁଗଣ, ଆମେ ନିଷ୍କପଟଭାବେ ତୁମ୍ଭମାନଙ୍କୁ ସବୁ କହିଅଛୁ। ତୁମ୍ଭମାନଙ୍କ ନିକଟରେ ଆମର ହୃଦୟ ଖୋଲି ଦେଇଛି।
Odia Bible ERV 2004 (ପବିତ୍ର ବାଇବଲ)
ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖୋଲା ମନରେ ତୁମ୍ଭମାନଙ୍କ ସହିତ କଥା ହୋଇଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖୋଲି ଦେଇଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊರಿಂಥ್ಕಾರಾನು, ತುಮ್ಚೆಕ್ಡೆ ಅಮಿ ಸಗ್ಳೆ ಫೊಡುನ್ ಬೊಲ್ಲಾಂವ್, ಅಮ್ಚಿ ಮನಾ ಅಮಿ ಉಗ್ಡುನ್ ಧರ್ಲಾಂವ್.