2 Corinthians 6:13 — Compare Translations

7 translations compared side by side

Odia - 1840
"ମାେ ନିଜର ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ମୁଁ କହୁଛି ଯେ, ଉଚିତ୍ ପ୍ରତିଦାନ ସ୍ବରୂପେ ତୁମ୍ଭମାନେେ ମଧ୍ଯ ନିଜର ହୃଦୟ ଆମ୍ଭ ପାଇଁ ସୂର୍ଣ୍ଣ ଭାବରେ ଖାେଲା ରଖିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମୋର ସନ୍ତାନ ମନେକରି,ସବୁ କହୁଅଛି। ଆମ ଉଦାରତାର ପଅତିବାଦ ସ୍ୱରୂପ ତୁମମାନଙ୍କ ହୃଦୟ ଉନ୍ମୁକ୍ତ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ନିଜର ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ମୁଁ କହୁଛି ଯେ, ଉଚିତ୍ ପ୍ରତିଦାନ ସ୍ୱରୂପେ ତୁମ୍ଭେମାନେ ମଧ୍ୟ ନିଜର ହୃଦୟ ଆମ୍ଭ ପାଇଁ ସମ୍ପୂର୍ଣ୍ଣ ଭାବରେ ଖୋଲା ରଖିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।
Odia IRV 2017 (ଓଡିଆ ବାଇବେଲ)
ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಪೊರಾಂಚ್ಯಾಕ್ಡೆ ಬೊಲ್ತಾ ತಶೆ ಮಿಯಾ ಬೊಲ್ತಾ. ಮಿಯಾ ಕರಲ್ಲ್ಯಾ ಸರ್ಕೆ ತುಮ್ಚಿಬಿ ಮನಾ ಉಗ್ಡಾ.