2 Corinthians 6:14 — Compare Translations
7 translations compared side by side
Odia - 1840
"ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ତୁମ୍ଭମାନେେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସମାନଙ୍କେ ସହିତ ୟୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧିଅରେ କି ସହଭାଗିତା ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅବିଶ୍ୱାସୀ ସଙ୍ଗେ ସମଭାବେ କାର୍ଯ୍ୟ କରିବା ପାଇଁ ଚେଷ୍ଟା କର ନାହିଁ। ଏହା କଦାପି ହୋଇପାରିବ ନାହିଁ ଧର୍ମ ଓ ଅଧର୍ମର ମେଳ କେଉଁଠି? ଆଲୋକ ଓ ଅନ୍ଧାକାର କିପରି ଏକତ୍ର ରହିବେ?
Odia Bible ERV 2004 (ପବିତ୍ର ବାଇବଲ)
ଅଣଖ୍ରୀଷ୍ଟିୟାନମାନଙ୍କ ବିଷୟରେ ସତର୍କବାଣୀ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ତୁମ୍ଭେମାନେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସେମାନଙ୍କ ସହିତ ଯୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧ୍ୟରେ କି ସହଭାଗିତା ଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
Odia IRV 2017 (ଓଡିଆ ବାଇବେଲ)
ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಬಾಳ್ವಿಚ್ಯಾ ಜುವಾಕ್ ವಿಶ್ವಾಸಾತ್ ನಸಲ್ಲ್ಯಾಂಚ್ಯಾ ವಾಂಗ್ಡಾ ಖಾಂಜೊ ದಿವ್ನಕಾಶಿ, ಬರ್ಯಾನ್ ಅನಿ ಖೊಟ್ಯಾನ್ ಎಕ್ ಜೊತ್ ಹೊವ್ನ್ ಕಶೆ ಜಾವ್ಕ್ ಹೊತಾ? ಉಜ್ವೊಡಾನ್ ಅನಿ ಕಾಳ್ಕಾನ್ ವಾಂಗ್ಡಾ ಕಶೆ ಜಿವನ್ ಕರುಕ್ ಹೊತಾ?