2 Corinthians 6:17 — Compare Translations
7 translations compared side by side
Odia - 1840
" ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସମାନଙ୍କେଠାରୁ ନିଜକୁ ଅଲଗା କରି ରଖ, ଯାହା ଅରୁଦ୍ଧ, ତାହାକୁ ଛୁଅଁ ନାହିଁ, ତା' ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି। ୟିଶାଇୟ 52:11"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,”
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପ୍ରଭୁ କହନ୍ତି, ସେମାନଙ୍କ ମଧ୍ୟରୁ ତୁମେ ବାହାର ଆସ, ସେମାନଙ୍କଠାରୁ ନିଚକୁ ଗ୍ରହଣ କରିବି,
Odia Bible ERV 2004 (ପବିତ୍ର ବାଇବଲ)
“ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ, ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ, ତା’ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
Odia IRV 2017 (ଓଡିଆ ବାଇବେଲ)
ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಧನಿ ಮನ್ತಾ, “ತೆಚೆಸಾಟ್ನಿ ತೆಂಚ್ಯಾ ಮದ್ನಾ ತುಮಿ ಭಾಯ್ರ್ ಯೆವಾ, ತೆಂಚೆಕ್ನಾ ತುಮ್ಕಾಚ್ ಎಗ್ಳೆ ಕರಾ ಮನ್ತಾ ಸರ್ವೆಸ್ವರ್, ಜೆ ಕಾಮ್ ನಿತಳ್ ನಾ ತೆಕಾ ಹಾತ್ ಲಾವುನಕಾಶಿ, ತನ್ನಾ ಮಿಯಾ ತುಮ್ಕಾ ಘೆತಾ.