2 Corinthians 6:18 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କର ପିତା ହବେି ଓ ତୁମ୍ଭମାନେେ ମାେ ପୁଅ ଓ ଝିଅ ହବେ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି। ଦ୍ବିତୀୟ ଶାମୁଯଲେ 7:14, 7:8"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କର ପିତା ହେବି, ଆଉ ତୁମ୍ଭମାନନେ ହେବ ମୋର ପୁତ୍ରକନ୍ୟା, ସର୍ବଶକ୍ତିମାନ ପ୍ରଭୁ ଏହି କଥା କହନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭମାନଙ୍କର ପିତା ହେବି ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚೊ ಬಾಪ್ ಹೊತಾ ಅನಿ ತುಮಿ ಮಾಜಿ ಪೊರಾ ಹೊತ್ಯಾಶಿ, ಅಶೆ ಮನ್ತಾ ಸರ್ವೆಸ್ವರ್ ದೆವ್.”