2 Corinthians 6:2 — Compare Translations
6 translations compared side by side
Odia - 1840
"ପରମେଶ୍ବର କହିଛନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।” ଦେଖ, ଏବେ ମହା ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଛନ୍ତି: “ମୁଁ ଉଚିତ୍ ସମୟରେ ତୁମ୍ଭ କଥା ଶୁଣିଲି ଓ ପରିତ୍ରାଣ ଦିନରେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆସିଲି।” ମୁଁ ତୁମ୍ଭକୁ କହୁଛି, ଦେଖ, ଏହା ହେଉଛି “ଉଚିତ୍ ସମୟ।” ଏହା “ପରିତ୍ରାଣର ଦିନ” ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ କହନ୍ତି, "ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।'' ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿಚ್ ಅಶೆ ಮಟಲ್ಲೆ ಹಾಯ್: ಆಯಿನ್ ಎಳಾರ್ ಮಿಯಾ ತೆಂಚಿ ಮಾಗ್ನಿ ಆಯಿಕ್ಲೊ, ಸುಟ್ಕೆಚ್ಯಾ ದಿಸಿ ಮಿಯಾ ತುಕಾ ಆದಾರ್ ದಿಲೊ, “ಹ್ಯೊಚ್ ತೊ ಆಯಿನ್ ಕಾಲ್,” ಹ್ಯೊಚ್ ತೊ ಸುಟ್ಕೆಚೊ ದಿಸ್!