2 Corinthians 6:3 — Compare Translations
7 translations compared side by side
Odia - 1840
"ଆମ୍ଭ କାମ ରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଚା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ଯା ସୃଷ୍ଟି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ସେବକତ୍ୱ ଆମେ ଗ୍ରହଣ କରିଛୁ, ତା’ର ଅପବାଦ ଯେପରି ନ ହୁଏ, ସେଥିପାଇଁ ଆମେ କାହାରି କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ନ କରିବାକୁ ଚେଷ୍ଟା କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ କାମରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଛା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಜವಾಬ್ದಾರಿಪಾನಾಕ್ ಕೊನ್ಬಿ ಅಪ್ವಾದ್ ಘಾಲುಚೆ ನ್ಹಯ್ ಮನುನ್, ಅಮಿ ಕೊನಾಚ್ಯಾಬಿ ವಾಟೆರ್ ಅಡ್ಕಳ್ ಘಾಲುಕ್ ಜಾಯ್ನಾಂವ್.