2 Corinthians 6:4 — Compare Translations

7 translations compared side by side

Odia - 1840
"ବରଂ ପରମେଶ୍ବରଙ୍କ ସବେକ ରୂପରେ ଆମ୍ଭମାନେେ ପ୍ରେତ୍ୟକକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ଯା ମଧିଅରେ ଅନକେ କଠାେର ତଥା ର୍ଧୈୟ୍ଯପୂର୍ବକ ସହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ, ଆମେ ସବୁ ଅବସ୍ଥାରେ ନିଜକୁ ଈଶ୍ୱରଙ୍କ ସେବକ ରୂପେ ପରିଚିତ କରାଉଛୁ। ଅସୀମ ଧୈର୍ଯ୍ୟ ସହକାରେ ଆମେ ସବୁ ପ୍ରକାର କ୍ଳେଶ, ଅନାଟନ ଓ କଷ୍ଟ ସହ୍ୟ କରିଛୁ;
Odia Bible ERV 2004 (ପବିତ୍ର ବାଇବଲ)
ବରଂ ପରମେଶ୍ୱରଙ୍କ ସେବକ ରୂପରେ ଆମ୍ଭେମାନେ ପ୍ରତ୍ୟେକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ୟା ମଧ୍ୟରେ ଅନେକ କଠୋର ତଥା ଧୈର୍ଯ୍ୟପୂର୍ବକ ସହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
Odia IRV 2017 (ଓଡିଆ ବାଇବେଲ)
ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಬದ್ಲಾಕ್ ದೆವಾಚ್ಯಾ ಸೆವಕಾಂಚ್ಯಾ ಸಗ್ಳ್ಯಾ ವಾಟೆನ್ ಅಮಿ ಅಮ್ಕಾಚ್ ತರಾಸಾತ್ನಿ ದಿತಾಂವ್, ಸಂಕಟಾತ್, ಗರಜೆತ್ ಹೊತ್ತೆ ತನ್ನಾ, ಅಡ್ಚನಿತ್,