2 Corinthians 6:5 — Compare Translations
7 translations compared side by side
Odia - 1840
"ଆମ୍ଭକୁ ମାଡ଼ ଦିଆଯାଏ, କାରାଗାର ରେ ରଖାଯାଏ। ଲୋକେ ଆମ୍ଭ ବିରୁଦ୍ଧ ରେ ଉଠନ୍ତି। ଆମ୍ଭେ କଠାେର ପରିଶ୍ରମ କରୁ, େ ବେଳବେଳେ ଆମ୍ଭେ ଅନିଦ୍ରା ରହୁ, ଓ ଭୋକଉପାସ ରେ ରହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ପ୍ରହାରିତ ହୋଇଛୁ, କାରାଦଣ୍ଡ ଭୋଗ କରିଛୁ, ଗଣବିକ୍ଷୋଭର ସମ୍ମୁଖୀନ ହୋଇଛୁ; କଠୋର ପରିଶ୍ରମ କରିଛୁ, ଅନିଦ୍ରା ହୋଇ ରହୁଛୁ ଓ ଅନାହାରରେ ଦିନ କାଟିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭକୁ ମାଡ଼ ଦିଆଯାଏ, କାରାଗାରରେ ରଖାଯାଏ। ଲୋକେ ଆମ୍ଭ ବିରୁଦ୍ଧରେ ଉଠନ୍ତି। ଆମ୍ଭେ କଠୋର ପରିଶ୍ରମ କରୁ, ବେଳେବେଳେ ଆମ୍ଭେ ଅନିଦ୍ରା ରହୁ, ଓ ଭୋକଉପାସରେ ରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
Odia IRV 2017 (ଓଡିଆ ବାଇବେଲ)
ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಮಾರ್ ಖಾತಾನಾ, ಬಂದಿಖಾನ್ಯಾತ್ ಪಡಲ್ಲ್ಯಾ ತನ್ನಾ, ಡಂಗೊ ಉಟಲ್ಲ್ಯಾ ತನ್ನಾ, ಅಮಿ ನಿಜ್ ಅನಿ ಜೆವಾನ್ ನಸ್ತಾನಾ ಘಟ್ ಕಾಮ್ ಕರ್ಲಾಂವ್.