2 Corinthians 6:8 — Compare Translations
7 translations compared side by side
Odia - 1840
"କେତକେ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟ ରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ଯାବାଦୀ ଓ ତଥାପି ଆମ୍ଭେ ସତ୍ଯ କହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୌରବ ଓ ଅନାଦର ଦ୍ଵାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ଵାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ସମ୍ମାନିତ ଓ ଅପମାନିତ ହେଉଛୁ, ପ୍ରଶଂସିତ ଓ ଲାଞ୍ôଚତ ହେଉଛୁ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ୟାବାଦୀ ଓ ତଥାପି ଆମ୍ଭେ ସତ୍ୟ କହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,
Odia IRV 2017 (ଓଡିଆ ବାଇବେଲ)
ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರ್ಯಾದಿನ್ ನಾಹೊಲ್ಯಾರ್ ಅವ್ಮಾನ್ ಕರುನ್ ಘೆವ್ನ್; ನಾಹೊಲ್ಯಾರ್ ಹೊಗ್ಳುನ್ ಘೆವ್ನ್, ಅಮ್ಕಾ ಝುಟೆ ಮನುನ್ ಮನ್ತಾತ್, ಜಾಲ್ಯಾರ್ಬಿ ಅಮಿ ಖರೆ ಬೊಲ್ತಾಂವ್.