2 Corinthians 6:9 — Compare Translations

7 translations compared side by side

Odia - 1840
"ଆମ୍ଭେ ଜନପ୍ରିୟ ହାଇେ ଥିଲେ ମଧ୍ଯ କେତକଙ୍କେ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ଯ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମକୁ ମିଥ୍ୟାବାଦୀ ବୋଲି ଅପବାଦ ଦିଆଯାଇଛି, ଅଥଚ ଆମେ ନିରାଟ ସତ୍ୟ କହିଥାଉ। ଆମେ ସୁପରିଚିତ ହୋଇ ସୁଦ୍ଧା ଅପରିଚିତ ଜୀବତ ଥାଇ ସୁଦ୍ଧା, ମୃତ ବୋଲି ବିବେଚିତ। ଆମେ ଦଣ୍ଟିତ ହୋଇଛୁ, କିନ୍ତୁ ନିହତ ହୋଇ ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜନପ୍ରିୟ ହୋଇ ଥିଲେ ମଧ୍ୟ କେତେକଙ୍କ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ୟ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,
Odia IRV 2017 (ଓଡିଆ ବାଇବେଲ)
ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಳಕ್ ನಸಲ್ಲ್ಯಾಂಚ್ಯಾ ಸಾರ್ಕೆ ಅಮ್ಕಾ ಕರ್‍ತ್ಯಾತ್, ಜಾಲ್ಯಾರ್ಬಿ ಅಮಿ ಸಗ್ಳ್ಯಾಕ್ನಿ ವಳ್ಕಿಚೆ, ಅಮಿ ಮರ್ನಾಚ್ಯಾ ಪರಿಸ್ಥಿತಿತ್ ಪಾವಲ್ಲೆ ಸರ್ಕೆ ದಿಸ್ತಾವ್, ಜಾಲ್ಯಾರ್ ಬಿ ಅಮಿ ಝಿತ್ತೆಚ್ ಹಾಂವ್, ಅಮ್ಕಾ ಮಾರುನ್ ಬಡ್ವುಲ್ಯಾನಾತ್ ಜಾಲ್ಯಾರ್ಬಿ ಅಮ್ಚೊ ಜಿವ್ ಕಾಡುನ್ ಹೊವ್ಕ್ ನಾ.