2 Corinthians 7:1 — Compare Translations

7 translations compared side by side

Odia - 1840
"ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞା ପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି ଈଶ୍ଵରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବନ୍ଧୁଗଣ, ଏହିସବୁ ପ୍ରତିଶ୍ରୁତି ଆମ୍ଭେମାନେ ଈଶ୍ୱରଙ୍କଠାରୁ ପାିଛୁ। ତେଣୁ ଆସ, ଶରୀର ଆତ୍ମାକୁ ଅଶୁଚି କରୁଥିବା ସବୁ ବିଷୟରୁ ନିଜ ନିଜର ପରିଷ୍ମୃତି କରିବା। ପୁଣି ଈଶ୍ୱରଙ୍କୁ ଭୟ କରି ସମ୍ପୂର୍ଣ୍ଣ ପବିତ୍ରଭାବେ ବାସ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଆସ ପରମେଶ୍ୱରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନଯାପନ ପ୍ରଣାଳୀରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରତ୍ୟେକ ବିଷୟକୁ ଦୂର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾ ಭಾವಾ ಅನಿ ಭೆನಿಯಾನು, ಅಸ್ಲಿ ಗೊಸ್ಟಿಯಾ ಅಮ್ಕಾ ಗಾವಲ್ಲಿ ಹಾತ್ ತಸೆಮನುನ್ ಆಂಗ್ ಅನಿ ಆತ್ಮ್ಯಾಚ್ಯಾ ಸಗ್ಳ್ಯಾ ಬುರ್ಶೆಪಾನಾತ್ನಾ ಅಮಿ ಅಮ್ಕಾಚ್ ಪವಿತ್ರ್ ಕರುನ್ ಘೆವ್ವಾ, ಅನಿ ದೆವಾಚ್ಯಾ ಭಿಂಯಾನ್ ಅಮಿ ಅಮ್ಕಾಚ್ ಒಪ್ಸುನ್ ದಿಲ್ಲೆ ಪುರಾ ಕರುವಾ.