2 Corinthians 7:10 — Compare Translations
7 translations compared side by side
Odia - 1840
"କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଏହି ଭଳି ଦୁଃଖ ଈଶ୍ବରଙ୍କ ଦ୍ୱାରା ବ୍ୟବହୃତ ହୋଇ ତଦ୍ଦ୍ୱାରା ହୃଦୟ ପରିବର୍ତ୍ତନ ହେଲେ ପରିତ୍ରାଣ ମିଳିଥାଏ। ଏଥିରେ ଅନୁଶୋଚନାର ଅପକାଶ ନାହିଁ। କିନ୍ତୁ କେବଳ ଜାଗତିକ ଦୁଃଖ ମୃତ୍ୟ ଘଟାଏ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଈଶ୍ୱରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ୱାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହେବା ଆବଶ୍ୟକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ୟୁ ଆଣିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಇಚ್ಚಾ ಸಾರ್ಕೆ ಸೊಸಲ್ಲೊ ದುಖ್ ಮನಾತ್ ಪಶ್ಚಾತಾಪ್ ಹೊಯ್ ಸರ್ಕೆ ಕರ್ತಾ ಅನಿ ತೆಕಾ ಸುಟ್ಕಾ ದಿವ್ಕ್ ಕಾರನ್ ಹೊತಾ. ಅನಿ ಹ್ಯಾತುರ್ ಕಸ್ಲೊಬಿ ಬೆಜಾರ್ ಮನ್ತಲೊ ನಾ. ಖರೆ ಜಗಾಚ್ಯಾ ರಿತಿ ಸರ್ಕೆ ಸೊಸಲ್ಲೊ ದುಖ್ ಮರಾನ್ ಹಾನ್ತಾ.