2 Corinthians 7:14 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ବିଷୟ ରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରେତ୍ୟକକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ଯ ବୋଲି ତୁମ୍ଭମାନେେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ତିତସଙ୍କଠା ରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ଯ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟବୋଲି ଜଣାଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ନିକଟରେ ତୁମ୍ଭମାନଙ୍କ ପାଇଁ ମୁଁ ଦର୍ପ କରିଛି। ଆଉ ସେଥିପାଇଁ ମୋ’ ମୁଣ୍ଡ ତଳକୁ ହୋଇଯାଇ ନାହିଁ। ଯେପରି ତୁମ୍ଭମାନଙ୍କ ନିକଟରେ ଆମେ ସବୁବେଳେ ସତ କହି ଆସିଛୁ, ସେହିପରି ତିତସଙ୍କ ନିକଟରେ ଆମେ କରିଥିବା ଦର୍ପ, ମିଥ୍ୟା ବୋଲି ପ୍ରମାଣିତ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಕ್ಡೆ ತುಮ್ಚ್ಯಾ ವಿಶಯಾತ್ ಮಿಯಾ ಮೊಟೆಪಾನ್ ಬೊಲಲ್ಲೊ ಜಾಲ್ಯಾರ್ಬಿ ಮಿಯಾ ಲಜ್ಜೆತ್ ಪಡುಕ್ನಾ. ಕಶೆ ಮಿಯಾ ಅಜುನ್ ಪತರ್ ತುಮ್ಚೆಕ್ಡೆ ಬೊಲಲ್ಲೆ ಸಗ್ಳೆಬಿ ಖರೆ ಹೊಲಾ, ತಸೆಚ್ ಮಿಯಾ ತಿತಾಕ್ಡೆ ತುಮ್ಚ್ಯಾ ವಿಶಯಾತ್ ಬೊಲಲ್ಲೆಬಿ ಸಮಾ ಹಾಯ್ ಮನುನ್ ಖರೆ ಹೊಲೆ.