2 Corinthians 7:15 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭମାନେେ ସମସ୍ତେ ସମ୍ମାନ ଓ ଭୟ ସହକା ରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ଯଗ୍ର ଥିଲ ଓ କିପରି ତାହାଙ୍କୁ ପା େଛାଟି ନଇେଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ ରମେ ଅଧିକ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ସମସ୍ତେ ଯେପରି ଭାବର ତାଙ୍କର ବାଧ୍ୟ ଥିଲ ଏବଂ ଭୟ ଓ କମ୍ପିତ ହୃଦୟରେ ତାଙ୍କୁ ସ୍ୱାଗତ ଜଣାଇଥିଲ, ଏ କଥା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କର ପ୍ରେମ ଆହୁରି ବୃଦ୍ଧି ପାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭେମାନେ ସମସ୍ତେ ସମ୍ମାନ ଓ ଭୟ ସହକାରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ୟଗ୍ର ଥିଲ ଓ କିପରି ତାହାଙ୍କୁ ପାଛୋଟି ନେଇଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ରେମ ଅଧିକ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ಖಾಲ್ತಿಪಾನಾಚ್ಯಾ ವಿಶಯಾತ್ ಅನಿ ಭಿಂಯಾನ್ ಥರ್ಥರುನ್ ತುಮಿ ತೆಕಾ ತುಮ್ಚ್ಯಾ ಮದ್ದಿ ಬಲ್ವುನ್ ಘೆಟಲ್ಲ್ಯಾ ವಿಶಯಾತ್ ತೊ ಚಿಂತ್ತಾನಾ, ತೆಚೊ ಮನ್ ತುಮ್ಚ್ಯಾ ಪ್ರೆಮಾನಿ ಭರುನ್ ಯೆತಾ.