2 Corinthians 7:16 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ସର୍ବବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ଵାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ଉପରେ ଆସ୍ଥା ରଖି ପାରିବାରୁ ମୁଁ କେଡ଼େ ସୁଖୀ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣବିଶ୍ୱାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವರ್ತಿ ಪುರಾ ವಿಶ್ವಾಸ್ ಕರುಕ್ ಹೊತಾ ಮನುನ್ ಮಾಕಾ ಕವ್ಡಿಕಿ ಕುಶಿ!.