2 Corinthians 7:2 — Compare Translations

7 translations compared side by side

Odia - 1840
"ନିଜ ହୃଦୟ ରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ କରି ନାହୁଁ। ଆମ୍ଭେ କାହାରି ବିଶ୍ବାସ ରେ ଆଞ୍ଚ ଆଣି ନାହୁଁ, କାହାକୁ ଘାଷେଣା କରି ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ହୃଦୟରେ ଆମକୁ ସ୍ଥାନ ଦିଅ। ଆମେ କାହାରି ପ୍ରତି ଅନ୍ୟାୟ କରି ନାହୁଁ, କାହାରି କିଛି କ୍ଷତି କରି ନାହୁଁ କିମ୍ବା କାହାଠାରୁ କରିଛି ଫାଇଦା ଉଠାଇବାକୁ ଚେଷ୍ଟା କରିନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ଆନନ୍ଦ ନିଜ ହୃଦୟରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ୍ କରି ନାହୁଁ। ଆମ୍ଭେ କାହାରି ବିଶ୍ୱାସରେ ଆଞ୍ଚ ଆଣି ନାହୁଁ, କାହାକୁ ଘୋଷଣା କରି ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅନ୍ତି ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮನಾತ್ನಿ ಅಮ್ಕಾ ಜಾಗೊ ದಿವಾ. ಅಮಿ ಕೊನಾಕುಚ್ ಅನ್ನ್ಯಾಯ್ ಕರುಕ್ನಾವ್. ಕೊನಾಕ್‍ಬಿ ವಾಯ್ಟ್ ಕರುಕ್ನಾವ್, ನಾಹೊಲ್ಯಾರ್ ಕೊನಾ ವೈನಾಬಿ ಫಾಯ್ದೊ ಘೆವ್ಕ್ ಬಗುಕ್‍ನಾಂವ್.