2 Corinthians 7:3 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କୁ ନିନ୍ଦା ଦବୋ ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ଯ ପ୍ରସ୍ତୁତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ଦୋଷ ଦେବା ପାଇଁ ମୁଁ ଏ କଥା କହୁ ନାହିଁ। ମୁଁ ଆଗରୁ କହିଛି, ତୁମ୍ଭମାନେ ଆମର ଏତେ ପ୍ରୟି ଯେ, ଆମେ ବଞ୍ଚିବା ଓ ମଲେ ଏକାଠି ମରିବା।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವರ್ತಿ ಅಪ್ವಾದ್ ಘಾಲುಚೆ ಮನುನ್ ಮಿಯಾ ಹೆ ಸಾಂಗಿನಾ ಹೊಲಾ. ತುಮಿ ಮಾಜ್ಯಾ ಮನಾತ್ ಕವ್ಡೆ ಬಸಲ್ಲೆ ಹಾಸಿ ಕಾಯ್ ಮಟ್ಲ್ಯಾರ್ ಝಿತ್ತೊ ರ್ಹಾಲ್ಯಾರ್ಬಿ ಮರ್ಲ್ಯಾರ್ಬಿ, ಮಿಯಾ ತುಮ್ಚೊ ವಾಂಗ್ಡಿ ಮನುನ್ ಮಿಯಾ ಹೆಚ್ಯಾ ಅದ್ದಿಚ್ ಸಾಂಗಟ್ಲಾ.