2 Corinthians 7:4 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ବିଷୟ ରେ ମାରେ ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭମାନେେ ମାେତେ ଅଧିକ ଉତ୍ସାହ ଦଇେଥାଅ। ସେଥିପାଇଁ ସମସ୍ତ ଯାତନା ଭିତ ରେ ମଧ୍ଯ ମାରେ ଆନନ୍ଦ କହିଲେ ନ ସ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ଉପରେ ମୋର ଗର୍ବ ମଧ୍ୟ ଯଥେଷ୍ଟ। ଦୁଃଖ କଷ୍ଟ ସମୟରେ ମୁଁ ଅପୂର୍ବ ସାହାସ ଦେଖାଇଛି। ଆନନ୍ଦରେ ବିହ୍ୱଳ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವರ್ತಿ ಮಾಕಾ ಪುರಾ ವಿಶ್ವಾಸ್ ಹಾಯ್ ಅನಿ ತುಮ್ಚ್ಯಾ ವಿಶಯಾತ್ ಲೈ ಅಭಿಮಾನ್ ಹಾಯ್. ಮಿಯಾ ಸಮಾಧಾನಾನ್ ಭರುನ್ ವೊತುಲಾ ಅನಿ ಕಸ್ಟಾ ಸಂಕಟಾಚ್ಯಾ ಮದ್ದಿಬಿ ಸಂತೊಸಾನ್ ಹುಡಿ ಮಾರುನ್ಗೆತ್ ಹಾಂವ್.