2 Corinthians 7:5 — Compare Translations

7 translations compared side by side

Odia - 1840
"ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବ-ପ୍ରକାରେ କ୍ଳେଶ ଭୋଗ କରିବାରୁ ଆମ୍ଭମାନଙ୍କ ଶରୀର ସୁଦ୍ଧା ବିଶ୍ରାମ ପାଇଲା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏପରି କି ମାସିଦୋନିଆରେ ପହଞ୍ଚି ମଧ୍ୟ ଆମେ ବିଶ୍ରାମ ନେଇ ନାହୁଁ। ସବୁଠାରେ ଅଶନ୍ତି ଓ କଳହ ଲାଗି ରହିଥିଲା, ତେଣୁ ଆମ ହଅଦୟରେ ଶାନ୍ତି ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତେବେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଗ୍ଭରି ପଟେ ଅସୁବିଧାମାନ ଘେରି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧ୍ୟରେ ଆମ୍ଭେ ଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಮೆಸಿದೊನಿಯಾಕ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ ಸಗ್ಳೆಚ್ ಹಾರುನ್ ಗೆಲ್ಲಾಂವ್, ಸಗ್ಳ್ಯಾಕ್ಡೆ ಅಮ್ಕಾ ಕಸ್ಟಾಚ್ ರಾಕುನ್ಗೆತ್ ಹೊತ್ತಿ, ಭಾಯ್ನಾ ಝಗ್ಡೆ, ಭುತ್ತುರ್ನಾ ಭಿಂಯೆ ಹೊತ್ತೆ.