2 Corinthians 7:6 — Compare Translations
7 translations compared side by side
Odia - 1840
"କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ଵନା ଦିଅନ୍ତି ଯେ ଈଶ୍ଵର, ସେ ତୀତସଙ୍କ ଆଗମନ ଦ୍ଵାରା ଆମ୍ଭମାନଙ୍କୁ ସାନ୍ତ୍ଵନା ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଅବହେଳିତମାନଙ୍କୁ ସାନ୍ତ୍ୱନା ଦେଇଥିବା ଈଶ୍ୱର ତିତମଙ୍କୁ ପଠାଇ ଆମକୁ ଉତ୍ସାହ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
Odia IRV 2017 (ଓଡିଆ ବାଇବେଲ)
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಧೈರ್ ಚುಕಲ್ಲ್ಯಾಕ್ನಿ ಬಳ್ ದಿತಲ್ಯಾ ದೆವಾನ್, ತಿತಾಚ್ಯಾ ಯೆನ್ಯಾಚ್ಯಾ ವೈನಾ ಅಮ್ಕಾ ಸಮಾದಾನ್ ದಿಲ್ಯಾನ್.