2 Corinthians 7:9 — Compare Translations

7 translations compared side by side

Odia - 1840
"ଏବେ ମୁଁ ଖୁସୀ ଅଛି। ତୁମ୍ଭମାନେେ ଦୁଃଖୀ ହାଇେଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସି। ପରମେଶ୍ବରଙ୍କ ଇଚ୍ଛା ଅନୁଯାଯୀ ତୁମ୍ଭମାନେେ ଦୁଃଖି ହେଲ। ଅତଏବ ତୁମ୍ଭମାନେେ ଆମ୍ଭ ଦ୍ବାରା କୌଣସି ପ୍ରକା ରେ ଆଘାତ ପାଇ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ଵାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ ମନରେ ଦୁଃଫଖ ଦେଇ ଥିବାରୁ ନୁହେଁ, ମାତ୍ର ଏହି ଦୁଃଖ ତୁମ୍ଭମାନଙ୍କ ଜୀବନରେ ଗତିପଥ ବଦଳାଇ ଦେଇ ଥିବାରୁ ଏବେ ମୁଁ ଆନନ୍ଦ ପାଉଛି। ଈଶ୍ୱରଙ୍କ ଅଭିପ୍ରାୟ ଅନୁସାରେ ତୁମ୍ଭମାନେ ଏହି ଦୁଃଖ ସହ୍ୟ କରିଛି। ତେଣୁ ଆମ ଦ୍ୱାରା ତୁମ୍ଭେମାନେ କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ମୁଁ ଖୁସୀ ଅଛି। ତୁମ୍ଭେମାନେ ଦୁଃଖୀ ହୋଇଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସୀ। ପରମେଶ୍ୱରଙ୍କ ଇଚ୍ଛା ଅନୁଯାୟୀ ତୁମ୍ଭେମାନେ ଦୁଃଖୀ ହେଲ। ଅତଏବ ତୁମ୍ଭେମାନେ ଆମ୍ଭ ଦ୍ୱାରା କୌଣସି ପ୍ରକାରେ ଆଘାତ ପାଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନ-ପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ।
Odia IRV 2017 (ଓଡିଆ ବାଇବେଲ)
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಬೆಜಾರಾತ್ ಘಾಟ್ಲೊ ಮನುನ್ ಮಿಯಾ ಕುಶಿ ನಾವ್, ಖರೆ ತುಮ್ಚ್ಯಾ ಬೆಜಾರಾನ್ ತುಮ್ಚೆ ಜಿವನ್ ಬದಲ್ಲ್ಯಾನ್ ಮನುನ್ ಮಾಕಾ ಕುಶಿ. ತುಮ್ಕಾ ಗಾವಲ್ಲೊ ಬೆಜಾರ್ ದೆವಾಚ್ಯಾ ಇಚ್ಚಾ ಸರ್ಕೆಚ್ ಮನುನ್ ಹೊತಾ. ತಶೆ ಮನುನ್ ಅಮ್ಚ್ಯಾ ವೈನಾ ತುಮ್ಕಾ ಕಾಯ್ಬಿ ಲುಕ್ಷಾನ್ ಹೊವ್ಕ್ ನಾ.