2 Corinthians 8:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମାକିଦନିଆର ମଣ୍ତଳୀସମୂହ ମଧ୍ୟରେ ଈଶ୍ଵରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମାସିଦୋନିଆର ମଣ୍ଡଳୀଗୁଡ଼ିକ କିପରି ଈଶ୍ପରଙ୍କ ଅନୁଗ୍ରହ ଲାଭ କରିଛନ୍ତି, ତାହା ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ସହଖ୍ରୀଷ୍ଟିୟାନମାନଙ୍କୁ ସାହାଯ୍ୟ କର ଭାଇ ଓ ଭଉଣୀମାନେ! ପରମେଶ୍ୱର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସେହି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମାକିଦନିଆର ମଣ୍ଡଳୀ-ସମୂହ ମଧ୍ୟରେ ଈଶ୍ବରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମାକିଦନିଆର ମଣ୍ଡଳୀସମୂହ ମଧ୍ୟରେ ଈଶ୍ୱରଙ୍କ ଦିଆଯାଇଥବା ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಮೆಸಿದೊನಿಯಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ದೆವಾನ್ ದಿಲ್ಲ್ಯಾಕುರ್ಪೆಚ್ಯಾ ವಿಶಯಾತ್ ತುಮ್ಕಾ ಗೊತ್ತ್ ರ್‍ಹಾವ್ಚೆ ಮನುನ್ ಮಾಜಿ ಆಶಾ.