2 Corinthians 8:12 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଦାନ କରିବାର ଆଗ୍ରହ ଥିହେଲ, ମନୁଷ୍ୟ ତା’ର ସାମର୍ଥ୍ୟ ଅନୁଯାୟୀ ଯାହା ଦାନ କରେ, ଈଶ୍ୱର ଗ୍ରହଣ କରିନ୍ତି। ତା’ର ସମ୍ବଳର ସୀମା ବାହାରେ ସେ କିଛି ଦେଉ ବୋଲି ଈଶ୍ୱର ଚାହାନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା’ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಾನ್ ದಿತಲೊ ಖರೊ ಮನ್ ಕೊನಾಕ್‍ಬಿ ರ್‍ಹಾಲ್ಯಾರ್ ತೆನಿ ಹಾತ್ ಉಕ್ಲುನ್ ದಿಲ್ಲೆ ದೆವ್ ಘೆತಾ. ತೆಚೆಕ್ಡೆ ನಸಲ್ಲೆ ದೆವ್ ಇಚಾರಿನಾ.