2 Corinthians 8:14 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନଙ୍କ ପାଖ ରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ଯକ ପୂରଣ ହବେ। ତା'ପରେ ଯେତବେେଳେ ସମାନଙ୍କେର ବୁଦ୍ଧି ହବେ, ସମାନେେ ତୁମ୍ଭମାନଙ୍କର ଆବଶ୍ଯକତା ରେ ସାହାୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ଵାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏବେ ତୁମ୍ଭମାନଙ୍କର ପ୍ରଚୁର ଥିବାରୁ ଅଭାବରେ ରହିଥିବା ଲୋକମାନଙ୍କୁ ସାହାଯ୍ୟ କରିବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ସମୟ ଆସିବ, ତୁମ୍ଭେମାନେ ଅଭାବରେ ଥିଲାବେେଳ, ସେମାନଙ୍କର ପ୍ରଚୁାର୍ଯ୍ୟ ତୁମ୍ଭାନଙ୍କର ଅଭାବର ପୂରଣ କରିବା ପାଇଁ ସାହାଯ୍ୟ କରିବ। ଏହିପରି ଭାବରେ ତୁମ୍ଭମାନଙ୍କ ମଧ୍ୟରେ ସମତା ରକ୍ଷା କରାଯାଇ ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭମାନଙ୍କ ପାଖରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ୟକ ପୂରଣ ହେବ। ତା’ପରେ ଯେତେବେଳେ ସେମାନଙ୍କର ବୁଦ୍ଧି ହେବ, ସେମାନେ ତୁମ୍ଭମାନଙ୍କର ଆବଶ୍ୟକତାରେ ସାହାଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮ್ಚ್ಯಾಕ್ಡೆ ಕಾಯ್ ಜಾಸ್ತಿಚೆ ಹಾಯ್ ತೆ ತುಮಿ ತೆಂಚ್ಯಾ ಗರ್ಜೆಕ್ ದಿವ್ಚೆ, ತಸೆಚ್ ಎಕ್ ದಿಸ್ ತೆನಿ ಅಪ್ನಾಕ್ಡೆ ಜಾಸ್ತಿ ಹೊತ್ತೆ ದಿವ್ನ್ ತುಮ್ಚ್ಯಾ ಗರ್ಜೆಕ್ ಪಾವ್ತ್ಯಾತ್, ಅಸೆ ಎಕಾಮೆಕಾಚ್ಯಾ ಪಾಯ್ದ್ಯಾಕ್ ಪಡಿ ಸರ್ಕೆ ಹೊತಾ.