2 Corinthians 8:16 — Compare Translations

7 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଧନ୍ୟବାଦ ହେଉ। କାରଣ ଆମ୍ଭମାନଙ୍କ ପରି ତିତସ ମଧ୍ୟ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗ୍ରହାନ୍ୱିତ।
Odia Bible ERV 2004 (ପବିତ୍ର ବାଇବଲ)
ତୀତସ ଓ ତାଙ୍କର ସଙ୍ଗୀମାନେ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ ତୀତସଙ୍କ ମନରେ ମୋ’ ଭଳି ତୁମ୍ଭମାନଙ୍କ ପ୍ରତି ପ୍ରେମ ଭାବ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಬರೆಪಾನಾ ಸಾಟ್ನಿ ರಾಬುಕ್ ಮಾಕಾ ಹಾಯ್ ತಸ್ಲಿಚ್ ಇಮೆಂದ್ ತಿತಾಚ್ಯಾ ಮನಾತ್‍ ಘಾಟಲ್ಲ್ಯಾ ದೆವಾಕ್ ಧನ್ಯವಾದ್ ಹೊಂವ್ದಿತ್!.