2 Corinthians 8:17 — Compare Translations

7 translations compared side by side

Odia - 1840
"ଆମ୍ଭର ଅନୁ ରୋଧକୁ ତିତସ ଗ୍ରହଣ କରିଛନ୍ତି। ସେ ମଧ୍ଯ ତୁମ୍ଭମାନଙ୍କ ପାଖକୁ ୟିବାକୁ ବ୍ଯଗ୍ର ଥିଲେ, ଓ ସ୍ବଇଚ୍ଛା ରେ ତୁମ୍ଭମାନଙ୍କ ପାଖକୁ ୟିବା ନିମନ୍ତେ ଏଠାରୁ ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟ; ଉଦ୍ଯୋଗୀ ହୋଇ ସ୍ଵେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କେବଳ ଆମର ଅନୁରୋଧକୁ ସ୍ୱାଗତ ଜଣାଇ ନାହାନ୍ତି, ମାତ୍ର ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଏତେ ଆଗ୍ରହାନ୍ୱିତ ଯେ, ନିଜ ଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ସେ ମନସ୍ଥ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଅନୁରୋଧକୁ ତୀତସ ଗ୍ରହଣ କରିଛନ୍ତି। ସେ ମଧ୍ୟ ତୁମ୍ଭମାନଙ୍କ ପାଖକୁ ଯିବାକୁ ବ୍ୟଗ୍ର ଥିଲେ, ଓ ସ୍ୱଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ନିମନ୍ତେ ଏଠାରୁ ଯାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಇಚಾರಲ್ಲೊ ಉಪ್ಕಾರ್ ಕರುಕ್ ತಿತ್ ತಯಾರ್ ಹೊಲಾ, ತವ್ಡೆಚ್ ನ್ಹಯ್ ತೊಚ್ ಮೊಟ್ಯಾ ಉಮ್ಮೆದಿನ್ ತುಮ್ಕಾ ಭೆಟ್ ದಿವ್ಕ್ ಯೆವ್ಕ್ ಲಾಗ್ಲಾ.