2 Corinthians 8:18 — Compare Translations

7 translations compared side by side

Odia - 1840
"ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଚାର ପ୍ରଚାର କାର୍ୟ୍ଯ ରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ଯ ପଠାଉଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ଵନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ତଳୀରେ ବ୍ୟାପିଯାଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ସହିତ ଆଉ ଜଣେ ଭାଇଙ୍କୁ ଆମେ ପଠାଉଛୁ। ଶୁଭ ବାର୍ତ୍ତା ପ୍ରଚାର କରିବାରେ ସମସ୍ତଦ ମଣ୍ତଳୀରେ ସେ ବିଶେଷ ଖ୍ୟାତିଲାଭ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ವಾಂಗ್ಡಾ ಅಮಿ ಎಕ್ಲ್ಯಾ ಭಾವಾಕ್ ಧಾಡ್ತಾವ್ ಬರಿ ಖಬರ್ ಪ್ರಚಾರ್ ಕರ್‍ತಲ್ಯಾ ಕಾಮಾಕ್ ತೊ ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಗೊತ್ತ್ ಹೊತ್ತೊ ಮಾನುಸ್.