2 Corinthians 8:19 — Compare Translations

7 translations compared side by side

Odia - 1840
"ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନଇେ ୟିବା କାର୍ୟ୍ଯ ରେ ମଣ୍ଡଳୀ ସମୂହ ତାହାଙ୍କୁ ନିୟୁକ୍ତ କରିଛନତି। ଏହି ସବୋ ଦ୍ବାରା ପ୍ରଭୁଙ୍କ ମହିମା ହବେ ଓ ଆମ୍ଭେ ଯେ ପ୍ରକୃତ ରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ଵାରା ସାଧିତ ଏହି ଅନୁଗ୍ରହକାର୍ଯ୍ୟ ସମ୍ଵନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ତଳୀସମୂହ ଦ୍ଵାରା ନିଯୁକ୍ତ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ସେତିକି ନୁହେଁ, ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଶୁଭେଚ୍ଛା ପ୍ରକାଶ କରିବା ପାଇଁ ଯେଉଁ ଅନୁଗ୍ରହର କାର୍ଯ୍ୟ ଆମେ ଗ୍ରହଣ କରିଛୁ, ସେଥିରେ ଆମର ସହଯାତ୍ରୀ ହେବା ପାଇଁ ବିଭିନ୍ନ ମଣ୍ଡଳୀ ତାଙ୍କୁ ମନୋନୀତ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡೆಚ್ ನ್ಹಯ್ ದೆವಾಚ್ಯಾ ಮಹಿಮೆಕ್ ಫುರಾ ಮನಾನ್ ಅಮಿ ಕರ್ತಾಂವ್ ತ್ಯಾ ದಯಾಳ್ ಕಾಮಾತ್ನಿ, ಅಮ್ಚ್ಯಾ ಫಿರಾಟಾತ್ನಿ ಅಮ್ಚೊ ವಾಂಗ್ಡಿ ಕರುನ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾನಿ ತೆಕಾ ನೆಮಲ್ಲೆ ಹಾಯ್.