2 Corinthians 8:20 — Compare Translations

7 translations compared side by side

Odia - 1840
"ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଦ୍ଵାରା ସାଧିତ ଏହି ସେବା ସ୍ଵରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଉଦାର ଭାବରେ ଦିଆଯାଉଥିବା ଏହି ଦାନକୁ ଅତି ସତର୍କତାର ସହ ଆମେ ବ୍ୟବହାର କରୁଛୁ, ଯେପରି ଆମ ଉପରେ କେହି ଦୋଷାରୋପ କରି ନ ପାରେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା’ ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟରେ ଆମ୍ଭେ ସାବଧାନ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁଁ ସାବଧାନ ହେଉଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಉದಾರ್ ಆಯಾರಾಚ್ಯಾ ವಿಶಯಾತ್ಲ್ಯಾ ಕಾಮಾಚ್ಯಾ ವಿಶಯಾತ್ ಕೊನ್‍ಬಿ ಅಮ್ಚ್ಯಾ ವಿಶಯಾತ್ ಕಾಯ್ಬಿ ಬೊಲುಕ್ ನೆವ್ ರ್‍ಹಾತಲೆ ನಕ್ಕೊ ಮನುನ್ ಅಮಿ ಬಗುಕ್ ಲಾಗ್ಲಾಂವ್.