2 Corinthians 8:22 — Compare Translations

7 translations compared side by side

Odia - 1840
"ସମାନଙ୍କେ ସହିତ ସର୍ବଦା ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନକେ ଘଟଣା ରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନ ରେ ଅସୀମ ବିଶ୍ବାସ ଥିବାରୁ, ସେ ଅଧିକ ସାହାୟ୍ଯ କରିବା ପାଇଁ ଉତ୍ସାହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ଵାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନଙ୍କ ସହିତ ଏହି ଭାଇଙ୍କୁ ଆମେ ପଠାଇଛୁ। ତାଙ୍କୁ ବହୁବାର ପରୀକ୍ଷା କରି ତାଙ୍କ ବିଶ୍ୱସ୍ତତାର ପରିଚୟ ପାଇଛୁ। ତୁମ୍ଭମାନଙ୍କ ଉପରେ ତାଙ୍କର ଦୃଢ଼ ଆସ୍ଥା ଥିବାରୁ ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଅଧିକ ଉତ୍କଣ୍ଠିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ସହିତ ସର୍ବଦା ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଆଉ ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନେକ ଘଟଣାରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନରେ ଅସୀମ ବିଶ୍ୱାସ ଥିବାରୁ, ସେ ଅଧିକ ସାହାଯ୍ୟ କରିବା ପାଇଁ ଉତ୍ସାହିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାହାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍‍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍‍ଯୋଗୀ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍‍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍‍ଯୋଗୀ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ವಾಂಗ್ಡಾ ಅಮಿ ಎಕ್ಲ್ಯಾ ಅಮ್ಚ್ಯಾ ಭಾವಾಕ್‍ಬಿ ಧಾಡ್ತಾವ್ ತೆಕಾ ಅಮಿ ಲೈ ಸಂಗ್ತಿಯಾತ್ನಿ ಅನಿ ಲೈ ಎಳಾರ್ ತೊ ಇಮೆಂದಿನ್ ಭರಲ್ಲೊ ಮಾನುಸ್ ಮನುನ್ ಪರಿಕ್ಷಾ ಕರುನ್ ಬಗಟ್ಲಾವ್. ತೆಕಾ ತುಮ್ಚ್ಯಾ ವರ್‍ತಿ ಮೊಟೊ ವಿಶ್ವಾಸ್ ಹಾಯ್. ತಸೆಮನುನ್ ತುಮ್ಕಾ ಆಧಾರ್ ದಿವ್ಕ್ ತೆಚಿ ಇಮೆಂದ್ ಅತ್ತಾ ಜಾಸ್ತಿ ವಾಡ್ಲಾ.