2 Corinthians 8:24 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ଭିତ ରେ ଯେ ପ୍ରକୃତ ରେ ପ୍ ରମେ ଅଛି ଏହା ଦଖାେଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସମାନଙ୍କେୁ ପ୍ରମାଣ କରି ଦଖାେଅ। ତା' ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ତଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କୁ ତୁମ୍ଭମାନଙ୍କର ପ୍ରେମ ଦେଖାଅ। ତା’ହେଲେ ସମସ୍ତ ମଣ୍ଡଳୀ ଏ ବିଷୟରେ ନିଶ୍ଚିତ ହେବ ଏବଂ ତୁମ୍ଭମାନଙ୍କ ପାଇଁ ଆମେ କରୁଥିବା ଦର୍ପ ଯଥାର୍ଥ ବୋଲି ଉପଲବ୍ଧି କରିପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଭିତରେ ଯେ ପ୍ରକୃତରେ ପ୍ରେମ ଅଛି ଏହା ଦେଖାଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସେମାନଙ୍କୁ ପ୍ରମାଣ କରି ଦେଖାଅ। ତା’ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ದೆವಾಚ್ಯಾ ಲೊಕಾಂಚ್ಯಾ ಇದ್ರಾಕ್ ತುಮ್ಚ್ಯಾ ಪ್ರೆಮಾಚೆ ಖರೆಪಾನ್ ದಾಕ್ವಾ, ಅನಿ ತುಮ್ಚ್ಯಾ ವಿಶಯಾತ್ ಮಿಯಾ ಬೊಲ್ತಾ ತೆ ಮೊಟೆಪಾನ್ ಸಮಾ ಮನುನ್ ದಾಕ್ವುನ್ ದಿವಾ.