2 Corinthians 8:4 — Compare Translations
7 translations compared side by side
Odia - 1840
"କିନ୍ତୁ ସମାନେେ ଆଗ୍ରହ ପୂର୍ବକ, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ଏହି ସବୋ କାର୍ୟ୍ଯ ରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦାରେ ଥିବା ଈଶ୍ବରଙ୍କ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କୁ ସୁଯୋଗ ଦିଆଯାଉ ବୋଲି ସେମାନେ ଆମକୁ ଅନୁନୟ ନିବେଦନ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;
Odia IRV 2017 (ଓଡିଆ ବାଇବେଲ)
ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତିସହ ଆମ୍ଭମାନଙ୍କୁ ନିବେଦନ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆಯಾತ್ ಹೊತ್ತ್ಯಾ ದೆವಾಚ್ಯಾ ಲೊಕಾಂಚಿ ಸೆವಾ ಕರ್ತಲ್ಯಾ ಕಾಮಾತ್ ಅಪ್ನಾಕ್ ಭಾಗ್ ಘೆವ್ಕ್ ಅವ್ಕಾಸ್ ಕರುನ್ ದಿವ್ಚೊ ಮನುನ್ ತೆನಿ ಅಮ್ಚೆಕ್ಡೆ ಲೈ ಮಾಗಿತ್.