2 Corinthians 8:5 — Compare Translations

7 translations compared side by side

Odia - 1840
"ସମାନେେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କବେେ ଭାବି ନ ଥିଲୁ। ସମାନେେ ତାହାଙ୍କର ଅର୍ତ ଦବୋ ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠା ରେ ଓ ଆମ୍ଭଠା ରେ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛା ଦ୍ଵାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କଠାରୁ ଆମେ ଏତେ ଆଶା କରି ନ ଥିଲୁ। ପ୍ରଥମେ ସେମାନେ ନିଜ ନିଜକୁ ଆମ୍ଭମାନଙ୍କ ଉଦ୍ଦେଶରେ ଉତ୍ସର୍ଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಚಿಂತುಕ್ ಸೈತ್ ನಸಲ್ಲಾಂವ್ ತವ್ಡೆ ತೆನಿ ಕರ್‍ಲ್ಯಾನಿ. ಅದ್ದಿ ಅಪ್ನಾಕುಚ್ ದೆವಾಚ್ಯಾ ಚಾಕ್ರಿ ಕರ್‍ತಲ್ಯಾತ್ ತೆನಿ ಒಪ್ಸುನ್ ದಿಲ್ಯಾನಿ ಅನಿ ಮಾನಾ ದೆವಾಚ್ಯಾ ಇಚ್ಚ್ಯಾ ಪರ್ಕಾರ್ ಅಮ್ಚ್ಯಾ ಸೆವೆಕ್ ತೆನಿ ಲಾಗ್ಲ್ಯಾನಿ.