2 Corinthians 8:6 — Compare Translations

7 translations compared side by side

Odia - 1840
"ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ- କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତିତସଙ୍କ ସହାୟତାରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାକୁ ଚଳେଇ ରଖିବା ପାଇଁ ଓ ଏହି ପ୍ରେମାପ୍ଳୁତ ସେବା କାର୍ଯ୍ୟରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ତିତସଙ୍କୁ ଅନୁରୋଧ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ଯ୍ୟକୁ ଯେପରି ଆରମ୍ଭ କରିଥିଲେ, ସେହିପରି ଏହି ବିଶେଷ ଅନୁଗ୍ରହର କାର୍ଯ୍ୟକୁ ସମାପ୍ତ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ ମଧ୍ୟ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥି ନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತಿತಾನ್ ಪಯ್ಲೆಚ್ ತುಮ್ಚ್ಯಾ ಮದ್ದಿ ಸುರು ಕರಲ್ಲೆ ತೆ ದಾನ್ ಗೊಳಾ ಕರ್‍ತಲೆ ಕಾಮ್ ತೆನಿಚ್ ಜಾವ್ನ್ ಪುರಾ ಕರುಚೆ ಮನುನ್ ತೆಕಾ ಜಬರ್ದಸ್ತಿ ಕರ್‍ಲಾ.