2 Corinthians 8:9 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ବିଷଞ ଜାଣ। ସେ ଧନୀ ହୋଇ ମଧ୍ୟ ତୁମ୍ଭମାନଙ୍କ ପାଇଁ ଦାରିଦ୍ର୍ୟ ବରଣ କଲେ- ତାଙ୍କ ଦାରିଦ୍ର୍ୟ ଦ୍ୱାରା ତୁମ୍ଭେମାନେ ମଧ୍ୟ ଯେପରି ଧନୀ ହୋଇ ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಕುರ್ಪೆಚ್ಯಾ ವಿಶಯಾತ್ ತುಮ್ಕಾ ಗೊತ್ತ್ ಹಾಯ್, ತೊ ಸಾವ್ಕಾರ್ ರ್‍ಹಾಲ್ಯಾರ್‍ಬಿ ತುಮ್ಚ್ಯಾಸಾಟ್ನಿ ತೊ ಗರಿಬ್ ಹೊಲೊ. ಕಶ್ಯಾಕ್ ಮಟ್ಲ್ಯಾರ್ ತೆಚ್ಯಾ ಗರಿಬ್ಕಿ ವೈನಾ ಅಮ್ಕಾ ಸಾವ್ಕಾರ್ ಕರುಚೆ ಮನ್ತಲೊ ತೆಚೊ ಮನ್,