2 Corinthians 9:1 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଲୋକମାନଙ୍କ ପାଇଁ ଏହି ସବୋ ବିଷୟ ରେ ଏପରି ଲେଖିବା ମାେ ପାଇଁ ପ୍ରକୃତ ରେ ଆବଶ୍ଯକ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରକୃତରେ ସାଧୁମାନଙ୍କ ସେବା ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦାରେ ଥିବା ଈଶ୍ୱରଙ୍କ ଲୋକମାନଙ୍କ ନିକଟକୁ ସାହାୟ୍ୟ ପଠାଇବା ପାଇଁ ତୁମ୍ଭମାନଙ୍କୁ ଲ୍ବୋର କିଛି ଆବଶ୍ୟକତା ନାହଁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟିୟାନମାନଙ୍କ ଦାନ ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋ' ପକ୍ଷରେ ବାହୁଲ୍ୟମାତ୍ର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ಲೊಕಾಕ್ನಿ ಸೆವಾ ದಿತಲ್ಯಾ ವಿಶಯಾತ್ ಮಿಯಾ ತುಮ್ಕಾ ಅತ್ತಾ ಲಿವ್ತಲಿ ಗರಜ್ ನಾ.