2 Corinthians 9:10 — Compare Translations

7 translations compared side by side

Odia - 1840
"ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ବୀଜବପନକାରୀମାନଙ୍କୁ ଈଶ୍ୱର ବୁଣିବା ପାଇଁ ବିହନ ଓ ଆହାର ପାଇଁ ଖାଦ୍ୟ ଯୋଗାନ୍ତି, ସେ ତୁମ୍ଭମାନଙ୍କର ପ୍ରୟୋଜନ ଅନୁସାରେ ବିହନ ଯୋଗାଇବେ ଓ ତୁମ୍ଭମାନଙ୍କ ଉଦାରତାର ଫଳ ସ୍ୱରୂପ ତୁମେ ମଧ୍ୟ ପ୍ରଚୁର ଫସଲ ଅମଳ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହେବାକୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆರ್‍ತಲ್ಯಾಕ್ ಬಿಂಯ್ ಅನಿ ಖಾತಲ್ಯಾಕ್ ಭಾಕ್ರಿ ಗಾವಿ ಸರ್ಕೆ ಕರ್‍ತಾ ತೊ ದೆವ್ ಭರ್ಪುರ್ ಮಾಪಾನ್ ತುಮ್ಚ್ಯಾ ಬಿಯಾಳಾಕ್‍ಬಿ ಚೆಡ್ವುತಾ ಅನಿ ತುಮ್ಚ್ಯಾ ದಾನಾಚೊ ಪಳ್ ಜಾಸ್ತಿ ವಾಡ್ವುತಾ.