2 Corinthians 9:12 — Compare Translations
7 translations compared side by side
Odia - 1840
"ଏହି ସବୋ ଯେଉଁଥି ରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ବାରା କବଳେ ଯେ ସାଧୁ ମାନଙ୍କର ଆବଶ୍ଯକତା ପୂରଣ ହୁଏ, ତା' ନୁହେଁ ବରଂ ପରମେଶ୍ବରଙ୍କ ପ୍ରତି ହୃଦୟ ଧନ୍ଯବାଦ ରେ ଉଚ୍ଛୁଳି ଉେଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ଦ୍ଵାରା ମଧ୍ୟ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ଦାନଶୀଳତା ଦ୍ୱାରା କେବଳ ଯେ ଈଶ୍ୱରଙ୍କ ଲୋକମାନଙ୍କର ଅଭାବ ଦୂର ହେବ, ତା’ ନୁହେଁ, କିନ୍ତୁ ଏହା ଦ୍ୱାରା ଈଶ୍ୱରଙ୍କ ପ୍ରତି ଅନେକଙ୍କ ହୃଦୟର କୃତଜ୍ଞତା ଉଛୁଳି ଉଠିବ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସେବା ଯେଉଁଥିରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା’ଦ୍ୱାରା କେବଳ ଯେ ସାଧୁ ମାନଙ୍କର ଆବଶ୍ୟକତା ପୂରଣ ହୁଏ, ତା’ ନୁହେଁ ବରଂ ପରମେଶ୍ୱରଙ୍କ ପ୍ରତି ହୃଦୟ ଧନ୍ୟବାଦରେ ଉଚ୍ଛୁଳି ଉଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸ್ಲ್ಯಾ ಪ್ರೆಮಾಚ್ಯಾ ಸೆವೆಚ್ಯಾ ವೈನಾ ದೆವಾಚ್ಯಾ ಲೊಕಾಂಚ್ಯಾ ಗರ್ಜೆತ್ನಿ ಪಾವಲ್ಲ್ಯಾ ಸರ್ಕೆ ಹೊತಾ, ತವ್ಡೆಚ್ ನ್ಹಯ್ ಲೈ ಲೊಕಾನಿಕ್ನಾ ದೆವಾಕ್ ಧನ್ಯವಾದ್ಬಿ ಗಾವಲ್ಲ್ಯಾ ಸರ್ಕೆ ಹೊತಾ.