2 Corinthians 9:14 — Compare Translations
7 translations compared side by side
Odia - 1840
"ଯେତବେେଳେ ସମାନେେ ପ୍ରାର୍ଥନା କରିବେ, ସେତବେେଳେ ସମାନେେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ବରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହତେୁରୁ ସମାନେେ ଏପରି ଅନୁଭବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ଵରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ପ୍ରଚୁର ଅନୁଗ୍ରହ ପାଇଁ ସେମାନେ ଗଭୀର ଶ୍ରଦ୍ଧା ସହ ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ପ୍ରାର୍ଥନା କରିବେ, ସେତେବେଳେ ସେମାନେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ୱରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହେତୁରୁ ସେମାନେ ଏପରି ଅନୁଭବ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ବରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತುಮ್ಚ್ಯಾ ಪ್ರೆಮಾನ್ ಭರುನ್ ತುಮ್ಚ್ಯಾಸಾಟ್ನಿ ಮನಾನಿ ತಿ ಲೊಕಾ ಮಾಗ್ನಿ ಕರ್ತ್ಯಾತ್, ಅಸೆ ದೆವಾನ್ ತುಮ್ಚ್ಯಾ ವರ್ತಿ ಅಪ್ನಾಚಿ ಮಾಪುಕ್ ಹೊಯ್ನಾ ತಸ್ಲಿ ಆಶಿರ್ವಾದಾ ವೊತಿ ಸಾರ್ಕೆ ಕರ್ತ್ಯಾತ್.